ଦିଲ୍ଲୀରୁ ଫେରିଲେ ବିଜେପି କଟକ ଲୋକସଭା ପ୍ରାର୍ଥୀ ଭର୍ତୃହରି ମହତାବ, ବିମାନ ବନ୍ଦରରେ କଟକ ସଦର ବିଜେପିର ସ୍ୱ।ଗତ ସମ୍ବର୍ଦ୍ଧନା 

କଟକ ସଦର, ୩୧/୦୩/୨୦୨୪ (ଓଡ଼ିଶା ସମାଚାର ବିଷ୍ଣୁ ବେହେରା): ରାଜ୍ୟର ତିନି ଦଶନ୍ଧୀ ଧରି ୬ ଥରର ସାଂସଦ ଥିବା ଏଵଂ ଗତ ୨୨ ତାରିଖରେ ବିଜେଡ଼ିକୁ…

ଗରଦପୁର ବ୍ଲକ୍ ରେ ଅରବିନ୍ଦ ଙ୍କ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ

ପାଟକୁରା, ୩୦/୦୩/୨୦୨୪ (ଓଡ଼ିଶା ସମାଚାର)- ଆଜି ଗରଦପୁର ବ୍ଲକ୍ ଅଧ୍ୟକ୍ଷ ଅଭୟ କୁମାର ମହାରାଜ ଙ୍କ ନେତୃତ୍ବରେ ପାଟକୁରା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅରବିନ୍ଦ ମହାପାତ୍ର…

ଓଡ଼ିଶା ପାଇଁ ଲୋକସଭା ପ୍ରାର୍ଥୀ ଘୋଷଣା କଲା ଭାଜପା

ଭୁବନେଶ୍ୱର, ୩୦/୦୩/୨୦୨୪ (ଓଡ଼ିଶା ସମାଚାର)- ଓଡ଼ିଶା ପାଇଁ ବାକି ଥିବା ୩ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)।କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ…

ଗାଙ୍ଗପଡା ଗ୍ରାମପଂଚାୟତରେ ବିଜେଡି କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା,୩୦/୦୩/୨୦୨୪ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଂଚାୟତରେ ବିଜୁଜନତାଦଳର ଏକ କର୍ମୀ ସମ୍ମିଳନୀ ଜିଲା ସଭାପତିଙ୍କ ଆହ୍ୱାନକ୍ରମେ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଜିଲା ପରିଷଦ…

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର, ୩୦ /୦୩/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ବିଜେଡି ଛାଡ଼ିଛନ୍ତି। ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ…

କଂଗ୍ରେସ ହାତ ଛାଡ଼ିଲେ ଚିରଞ୍ଜିବୀ ବିଶ୍ୱାଳ

ଭୁବନେଶ୍ବର,୩୦/୦୩/୨୦୨୪ (ଓଡ଼ିଶା ସମାଚାର)- ଜଗତସିଂହପୁର ଜିଲାର ଟାଣୁଆ ନେତା ଚିରଞ୍ଜିବୀ ବିଶ୍ୱାଳ କଂଗ୍ରେସ ଛାଡ଼ିଛନ୍ତି । ଚିରଞ୍ଜିବୀ ୨୦୦୪ରୁ ୨୦୦୯ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ରୁ ୨୦୧୯…

ବିଜେଡିରୁ ଇସ୍ତଫା ଦେଇ ବିଜେପି ରେ ଯୋଗଦେଲେ  ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର, ୩୦ /୦୩/୨୦୨୪ (ଓଡ଼ିଶା ସମାଚାର)- ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଦଳରେ ଲଗାତାର ଅବହେଳା ଅଭିଯୋଗ କରି ସେ ବିଜେଡିରୁ…

ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ ଙ୍କ ବିଜେପି ରୁ ଇସ୍ତଫା

ନୀଳଗିରି,୨୯/୦୩/୨୦୨୪ (ଓଡ଼ିଶା ସମାଚାର)- ଭାରତୀୟ ଜନତା ପାର୍ଟି (ଭାଜପା) ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର…

କଂଗ୍ରେସରୁ ଇସ୍ତଫା ଦେଇଥିବା ସୁରେନ୍ଦ୍ର ସିଂ ଭୋଇ ବିଜେଡିରେ ସାମିଲ

ଭୁବନେଶ୍ୱର,୨୯/୦୩/୨୦୨୪ (ଓଡ଼ିଶା ସମାଚାର)-  ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ…

କଂଗ୍ରେସରୁ ସୁରେନ୍ଦ୍ର ସିଂ ଭୋଇ ଙ୍କ ଇସ୍ତଫା

ବଲାଙ୍ଗୀର, ୨୮/୦୩/୨୦୨୪ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ବଲାଙ୍ଗୀର ଜିଲା କଂଗ୍ରେସ ସଭାପତି ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ରୁ ଇସ୍ତଫା ଦେଇଛନ୍ତି । ସେ…