Monday , October 18 2021
Breaking News

Recent Posts

ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ଅଟକ ଥିବା ସ୍କୁଲ ପରିଚାଳନା କମିଟି ସଭାପତି ପୋଲିସ ହେପାଜତରୁ ଚମ୍ପଟ – ୩ ପୁଲିସ୍ କର୍ମଚାରୀ ସସପେଣ୍ଡ

କଳାହାଣ୍ଡି, ୧୮/୧୦/୨୦୨୧(ଓଡ଼ିଶା ସମାଚାର)- କଳାହାଣ୍ଡି ଜିଲ୍ଲା କେଗାଁ ଥାନା ମହାଲିଙ୍ଗ ସ୍ଥିତ ଘରୋଇ ସ୍କୁଲର ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ଅଟକ ଥିବା ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ପୋଲିସ ହେପାଜତରୁ ଚମ୍ପଟ ମାରିଥିବା ଜଣାପଡିଛି । ପରିବାର ଲୋକଙ୍କ ଅଭିଯୋଗ ପରେ ପୋଲିସ ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା ।ରବିବାର ରାତିରେ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ଥାନା ପୋଲିସ ବ୍ୟାରେକରୁ ଖସି ପଳାଇଥିବା ସୂଚନା ମିଳିଛି । …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୫୦ ଜଣ ଶିଶୁ ସଂକ୍ରମିତ – ୫ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୪୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୪୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୦ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …

Read More »

ବାଇକ୍ ଧକା ରୁ ରଘୁନାଥପୁର ଅଂଚଳରେ ଜଘନ୍ୟ ହତ୍ୟାକାଣ୍ଡ

ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟିପିଟି ହତ୍ୟା, ୪ ଗଲେ ଜେଲ – ଅନ୍ୟମାନେ ଫେରାର ରଘୁନାଥପୁର ୧୮/୧୦/୨୦୨୧(ଓଡ଼ିଶା ସମାଚାର)- ଯୁବକଙ୍କୁ ସଂଘ ବଦ୍ଧ ଭାବେ ପିଟିପିଟି ଜୀବନରୁ ମାରି ୪ଜଣ ଆସାମୀ ଜେଲ ଯାଇଛନ୍ତି । ଘଟଣାରୁ ପ୍ରକାଶ, ରଘୁନାଥପୁର ଥାନା ଅନ୍ତର୍ଗତ ରଘୁନାଥପୁର ହୁରାସାହି ଗ୍ରାମର ସୁନାକର ରଣାଙ୍କ ପୁଅ ହିମାଂଶୁ ରଣା (୨୩) ଓ ଟୁକୁନା ପରିଡାଙ୍କ ପୁଅ ଶ୍ରୀକାନ୍ତ ପରିଡା (୨୨) ରଘୁନାଥପୁର ଉଚ୍ଚ ପ୍ରାଥମିକ …

Read More »