ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଗଭୀର ଶୋକ

ଭୁବନେଶ୍ୱର, ୨୨/୦୩/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-ପ୍ରବୀଣ ରାଜନେତା ଓ ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଗଭୀର ଶୋକ ପ୍ରକଟ କରିଛନ୍ତି, ସେ ଡା. ରାଉତଙ୍କୁ ଜଣେ ନିର୍ଭୀକ ରାଜନେତା, ଦକ୍ଷ ସଂଗଠକ ତଥା ପ୍ରତିବଦ୍ଧ ବ୍ୟକ୍ତିତ୍ୱ ଭାବରେ ଅଭିହିତ କରିବା ସହିତ ତାଙ୍କ ଅମର ଆତ୍ମା ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *