ଭୁବନେଶ୍ୱର, ୨୮/୦୩/୨୦୨୪ (ଓଡ଼ିଶା ସମାଚାର)- ପ୍ରଥମ ପର୍ଯ୍ୟାୟରେ ବିଜୁ ଜନତା ଦଳର ପ୍ରାଥୀତ୍ୱ ଘୋଷଣା ପରେ କେନ୍ଦ୍ରାପଡ଼ା ଜିଲ୍ଲାର ସାଂସଦ ପ୍ରାଥୀ ଶ୍ରୀଯୁକ୍ତ ଅଂଶୁମାନ ମହାନ୍ତି, ମହାକାଳପଡା ବିଧାୟକ ପ୍ରାଥୀ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ, ଆଳି ବିଧାୟକ ପ୍ରାଥୀ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବ , ପାଟକୁରା ବିଧାୟକ ପ୍ରାଥୀ ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏବଂ 5ଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି. କେ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ।