କଂଗ୍ରେସରୁ ସୁରେନ୍ଦ୍ର ସିଂ ଭୋଇ ଙ୍କ ଇସ୍ତଫା

ବଲାଙ୍ଗୀର, ୨୮/୦୩/୨୦୨୪ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ବଲାଙ୍ଗୀର ଜିଲା କଂଗ୍ରେସ ସଭାପତି ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ରୁ ଇସ୍ତଫା ଦେଇଛନ୍ତି । ସେ କଂଗ୍ରେସ ର ଜିଲା ସଭାପତି , ଏଆଇସିସି ସଦସ୍ୟ ଓ ପ୍ରାଥମିକ ସଦସ୍ୟ ରୁ ଇସ୍ତଫା ଦେଇଛନ୍ତି । ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ ଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି । ସେ ନିଜର ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ତାଙ୍କ ପତ୍ରରେ ଉଲେଖ କରିଛନ୍ତି ।

Leave a Reply

Your email address will not be published. Required fields are marked *