କଲରାଝରରେ ନାମ ସଙ୍କୀର୍ତ୍ତନ ଅନୁଷ୍ଠିତ

ନିରାକାରପୁର, ୩୦/୦୩/୨୦୨୪ (ଓଡ଼ିଶା ସମାଚାର)- ଖୋର୍ଦ୍ଧା ଜିଲ୍ଲା ହଜ ପଞ୍ଚାୟତ ଅନ୍ତର୍ଗତ କଲରାଝର ଗ୍ରାମରେ ନାମ ସଙ୍କୀର୍ତ୍ତନ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ପବିତ୍ର ଭାଗବତ ବାସୁଦେବ ପୀଠରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ସଙ୍କୀର୍ତ୍ତନ ମଣ୍ଡଳୀ ଙ୍କ ଦ୍ଵାରା ନାମ ସଙ୍କୀର୍ତ୍ତନ ପରିବେଷଣ ହୋଇଥିଲା। ଅନ୍ତିମ ଦିବସରେ ନଗର ପରିକ୍ରମା ଓ ପ୍ରସାଦ ସେବନ କର୍ଯ୍ୟକ୍ରମ୍ ଅନୁଷ୍ଠିତ ହୋଇଯାଇଛି।

Leave a Reply

Your email address will not be published. Required fields are marked *