ଭୁବନେଶ୍ୱର,୧୧/୦୪/୨୦୨୪(ଓଡ଼ିଶା ସମାଚାର)- ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ ହୋଇ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍, ସାଂସଦ ସସ୍ମିତ ପାତ୍ର ,ସାଂସଦ ମାନସ ମଙ୍ଗରାଜ ଓ ଭୁବନେଶ୍ଵର ଉତ୍ତର ବିଧାୟକ ସୁଶାନ୍ତ ରାଉତ ତାଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଚନ୍ଦ୍ରଶେଖରଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।ଆସନ୍ତା ଦିନେରୁ ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।
ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଅସୁସ୍ଥ
