ଜିଲ୍ଲା ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଜଗତସିଂହପୁର,୨୬/୧୧/୨୦୨୩ (ଓଡ଼ିଶା ସମାଚାର)-ଆଜି ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ 74 ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଗତସିଂହପୁର ମୁନିସିପାଲିଟି ର ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର କର୍ଣ୍ଣ, ଓ ଏସ୍ ଡି ଡା. ଶଶାଙ୍କ ଶେଖର ଲେଙ୍କା, ଜିଲ୍ଲା ସୂଚନା ଓ ପ୍ରଯୁକ୍ତି ଅଧିକାରୀ ଶ୍ରୀ ଜ୍ୟୋତି ପ୍ରକାଶ ବେହେରା, ତଥା ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ଏବଂ ଜିଲ୍ଲା ପୌର ପରିଷଦ ର ବିଭିନ୍ନ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସମ୍ବିଧାନ ର ପ୍ରସ୍ତାବନା ପାଠ କରିଥିଲେ।

Leave a Reply

Your email address will not be published. Required fields are marked *