ଜଗତସିଂହପୁର (ସଂ )ଲୋକସଭା ଓ  ତିର୍ତ୍ତୋଲ (ସଂ )ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାର୍ଥୀ ପତ୍ର ଦାଖଲ

ଜଗତସିଂହପୁର, ୦୭/୦୫/୨୦୨୪ (ଓଡ଼ିଶା ସମାଚାର)-ଜଗତସିଂହପୁର(ସଂ)ଲୋକସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ଆଜି ଜିଲ୍ଲାପାଳ  ଙ୍କ କାର୍ଯ୍ୟଳୟରେ ବିଜୁ ଜନତା ଦଳ ର ପ୍ରାର୍ଥିନୀ ଡା. ରାଜଶ୍ରୀ ମଲ୍ଲିକ, ଜିଲ୍ଲାପାଳ  ତଥା ରିଟର୍ଣ୍ଣିଂ ଅଧିକାରୀ ଶ୍ରୀ ଅନୁପମ ସାହା ଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ତିର୍ତ୍ତୋଲ (ସଂ) ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ବିଜୁ ଜନତାଦଳ ର ପ୍ରାର୍ଥୀ ଶ୍ରୀ ରମାକାନ୍ତ ଭୋଇ,ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଧିକାରୀ ଶ୍ରୀ ଅଭିମନ୍ୟୁ ବେହେରା ଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Leave a Reply

Your email address will not be published. Required fields are marked *