ଓଡ଼ିଶା ମୁଖ୍ୟମନ୍ତ୍ରୀ ଚୟନ ପାଇଁ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ  ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର, ୧୦/୬/୨୦୨୪ (ଓଡ଼ିଶା ସମାଚାର)- ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରି ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।

Leave a Reply

Your email address will not be published. Required fields are marked *