ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦିଆଗଲା

ଭୁବନେଶ୍ୱର,୨୨/୬/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା।

ମୋହନ ଚରଣ ମାଝୀ , ମୁଖ୍ୟମନ୍ତ୍ରୀ ଓଡ଼ିଶା 

ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵ ରୁ ଅବ୍ୟାହତି ଦେଇଛନ୍ତି।

Leave a Reply

Your email address will not be published. Required fields are marked *