ପୁରୀ, ୭/୭/୨୦୨୪ (ଓଡ଼ିଶା ସମାଚାର)- ରଥ ଯାତ୍ରା ୨୦୨୪ ଅବସରରେ ଉତ୍କଳ ପ୍ରସଙ୍ଗ ର ରଥଯାତ୍ରା ସ୍ଵତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଛି । ରଥ ଯାତ୍ରା ୨୦୨୪ ଅବସରରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଶ୍ରୀ ରଘୁବର ଦାସଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ , ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତି ପରିଡ଼ା, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ରଥଯାତ୍ରା ସ୍ଵତନ୍ତ୍ର ସଂଖ୍ୟା ଉତ୍କଳ ପ୍ରସଙ୍ଗ ଉନ୍ମୋଚନ କରିଛନ୍ତି ।