ଭୁବନେଶ୍ୱର, ୧୭ /୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।
Odisha News # Latest Odisha News # Odisha Breaking News # Odisha Current News # Odisha News .Odia News