ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ – – ମୁଖ୍ୟମନ୍ତ୍ରୀ

                                                           ଗଣ ମାଧ୍ୟମକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ

ଭୁବନେଶ୍ୱର, ୨୧/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ ।

ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।

Leave a Reply

Your email address will not be published. Required fields are marked *