ଜୁଲାଇ ୨୯ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ଭୁବନେଶ୍ୱର, ୨୬/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ସମ୍ପ୍ରତି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱରସ୍ଥିତ  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ  ଜନଶୁଣାଣିବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *