ଆସନ୍ତା କାଲି ମୁଖ୍ୟମନ୍ତ୍ରୀ କରିବେ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୪/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆସନ୍ତା କାଲି ୫/୮/୨୦୨୪ ସୋମବାର ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ୟୁନିଟ- ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଜନ ଶୁଣାଣି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *