ଅଗଷ୍ଟ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ ।

                                               ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର, ୭/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-  ଆସନ୍ତା ଅଗଷ୍ଟ୧୨ତାରିଖ ସୋମବାର ରେ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *