ଅଗଷ୍ଟ ୧୨ ତାରିଖ ସୋମବାର ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୧୧/୮/୨୦୨୪ (ଓଡ଼ିଶା ସମାଚାର)- ଆସନ୍ତାକାଲି ଅଗଷ୍ଟ ୧୨ ତାରିଖ (ସୋମବାର)ରେ ଭୁବନେଶ୍ୱରସ୍ଥିତ ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *