ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଜାତୀୟ ରାଜପଥ ସମୀକ୍ଷା ବୈଠକରେ ଯୋଗ ଦେବେ

ଭୁବନେଶ୍ୱର, ୧୨/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ  ସମୀକ୍ଷା ବୈଠକରେ ଯୋଗ ଦେବେ।

ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ।

Leave a Reply

Your email address will not be published. Required fields are marked *