ଭୁବନେଶ୍ୱର,୧୬/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଜନସାଧାରଣଙ୍କ ନିମନ୍ତେ ବିଶେଷ ସୂଚନା। ଆଗାମୀ ଅଗଷ୍ଟ ୧୯ ତାରିଖ(ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ(ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି l
ସରକାରୀ ଛୁଟି ଥିବାରୁ ଅଗଷ୍ଟ ୧୯ ଏବଂ ଅଗଷ୍ଟ ୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l
