୧୯ ତାରିଖ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର,୧୮/୮/୨୦୨୪ (ଓଡ଼ିଶା ସମାଚାର)-ଆସନ୍ତାକାଲି ଅଗଷ୍ଟ ୧୯ ତାରିଖ (ସୋମବାର)ରେ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *