ଚିକିଟି ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ୱର, ୨୨/୮/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଚିକିଟି ମଦ ମୃତ୍ୟୁ ଘଟଣା ପରେ ରାଜ୍ୟ ସରକାରଙ୍କ କାର୍ୟ୍ୟାନୁଷ୍ଠାନ । ରାଜ୍ୟ ସରକାର ଦୁଇ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି । ବ୍ରହ୍ମପୁର ଅବକାରୀ ଜିଲ୍ଲାର ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି ଏବଂ ସବ୍- ଇନ୍ସପେକ୍ଟର ପ୍ରସନ୍ନ କୁମାର ଜାଲି ନିଲମ୍ବିତ ହୋଇଛନ୍ତି । ଏହାଛଡ଼ା ବ୍ରହ୍ମପୁର ଅବକାରୀ ସୁପରିଟେଣ୍ଡେଣ୍ଟ ପ୍ରଦୀପ ପାଣିଗ୍ରାହୀଙ୍କୁ ଅନ୍ୟତ୍ର ବଦଳି ନିର୍ଦ୍ଦେଶ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *