ଭୁବନେଶ୍ୱର, ୨୪/୮/୨୦୨୪ (ଓଡ଼ିଶା ସମାଚାର)-ଆସନ୍ତା ସୋମବାର ଅଗଷ୍ଟ ୨୬ ତାରିଖରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନ ଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସୋସିଆଲ ମିଡ଼ିଆ ଏକ୍ସ ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
https://x.com/IPR_Odisha/status/1827218776896532549