ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା  ଙ୍କ ଗୋଆ ଯାତ୍ରା  

ଭୁବନେଶ୍ୱର,୧୨/୯/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରାଳୟ ଆନୁକୂଲ୍ୟରେ ସାମୁଦ୍ରିକ ରାଜ୍ୟ ବିକାଶ ପରିଷଦର ଦୁଇଦିନିଆ ବୈଠକରେ ଓଡ଼ିଶାର ପ୍ରତିନିଧିତ୍ୱ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା ଆଜି ଗୋଆ ଯାତ୍ରା କରିଛନ୍ତି  ।

Leave a Reply

Your email address will not be published. Required fields are marked *