ଭୁବନ ୨୫/୯/୨୦୨୪ (ଓଡ଼ିଶା ସମାଚାର)-ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ର ଦ୍ରିଷ୍ଟି ଲେଡିଜ ହଷ୍ଟେଲ ତରଫରୁ ନବାଗତ ଛାତ୍ରୀ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଜିତ କୁମାର ବେହେରା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ଅଧ୍ୟାପକ ଗୌରାଙ୍ଗ ଚରଣ ମହାରଣା, ଅଧ୍ୟାପିକା ସଂଘମିତ୍ରା ମିଶ୍ର, ହଷ୍ଟେଲ ସୂପରିଟେଣ୍ଡେଣ୍ଟ , ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟ ଧାନି ମୂର୍ମୁ ଓ ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ବେହେରା ବିଦ୍ୟାର୍ଥୀ ମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ ।