ସଂସ୍କୃତ ବିଭାଗ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ

ଭୁବନ ୨୮/୯/୨୦୨୪ (ଓଡ଼ିଶା ସମାଚାର)- ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ସଂସ୍କୃତ ବିଭାଗ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।  ଅଧ୍ୟକ୍ଷ ଅଜିତ କୁମାର ବେହେରା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସମ୍ବର୍ଧନା ଉତ୍ସବରେ ବିଭାଗୀୟ ମୁଖ୍ୟ ବରିଷ୍ଠ ଅଧ୍ୟାପକ  ଗୌରାଙ୍ଗ ଚରଣ ମହାରଣା ,  ଅଧ୍ୟାପକ ଡଃ ଥବିର କୁମାର ଭୋଇ, ଅଧ୍ୟାପିକା ଇନ୍ଦୁରେଖା ସାହୁ ଏବଂ କଲେଜ ର ମୂଖ୍ୟ କିରାଣୀ କୈଳାସ ଚନ୍ଦ୍ର ବେହେରା ଯୋଗ ଦେଇ ନୂତନ ଛାତ୍ର ଛାତ୍ରୀ ମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ ।

Leave a Reply

Your email address will not be published. Required fields are marked *