ଓଡ଼ିଶା ବିଧାନସଭା ପରିସର ରେ ବାଗ୍ମୀ ବିଶ୍ୱନାଥ କର ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ଓଡ଼ିଶା ବିଧାନସଭା ପରିସର ରେ ବାଗ୍ମୀ ବିଶ୍ୱନାଥ କର ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ନିକଟ ରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଧାୟକ ବୃନ୍ଦ ଉପସ୍ଥିତ ଅଛନ୍ତି ।

Leave a Reply

Your email address will not be published. Required fields are marked *