ଭୁବନେଶ୍ୱର, ୧୯/୧୨/୨୦୨୩ (ଓଡ଼ିଶା ସମାଚାର)- ରାଉରକେଲାରେ ହଇଜା ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଠାରୁ ସ୍ଥିତି ସମ୍ପର୍କରେ ଅବଗତ ହେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଏ ସମ୍ପର୍କରେ ବୁଝିବା ପରେ ଆସନ୍ତାକାଲି ସ୍ୱାସ୍ଥ୍ୟ ସଚିବ ଓ ନଗର ଉନ୍ନୟନ ସଚିବ ରାଉରକେଲା ଯିବେ ବୋଲି ସୂଚନା ମିଳିଛି।
Related Posts
କେନ୍ଦ୍ରାପଡ଼ାରେ ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,୧୪/୦୯/୨୦୨୫(ଓଡ଼ିଶା ସମାଚାର)-ଆସନ୍ତା ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ହେବାକୁ ଥିବା ସୁସ୍ଥ ନାରୀ – ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ସଫଳ କରିବା ନେଇ ଜିଲଳ…
ଅଗ୍ନି ନିରାପତା ପ୍ରଶିକ୍ଷଣ
କଟକ,୦୭/୦୫/୨୦୨୬ (ଓଡ଼ିଶା ସମାଚାର)- ଶ୍ରୀରାମଭଞ୍ଜ ମେଡିକାଲ୍ କଲେଜ ଏଣ୍ଡ୍ ହସ୍ପିଟାଲର (ଏସସିବି) ଟ୍ରମା କେୟାର ସେଂଟର୍ ରେ ଆପାତକାଳୀନ ପରିସ୍ଥିତିରେ ସଚେତନତା ବୃଦ୍ଧି ସହ ରୋଗୀ ନିରାପତାକୁ…
ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ
ଜଗତସିଂହପୁର, ୦୭/୦୮/୨୦୨୬ (ଓଡ଼ିଶା ସମାଚାର)- ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ‘ବିଶ୍ୱ ସ୍ତନ୍ୟପାନ ସପ୍ତାହ’ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସ୍ନିଗ୍ଧାମାୟୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ…
