କେନ୍ଦ୍ରାପଡ଼ା,୧୬/୧୧/୨୦୨୩(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ପୌରସଂସ୍ଥାର ଅସ୍ଥାୟୀ କର୍ମଚାରୀଙ୍କ ମଧ୍ୟରେ ଖୋଲାରେ ବର୍ଷା ଓ କାକରରେ କାମ କରିବାକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ ଦିନସାରା ନିଜର ଦାୟୀତ୍ୱ ନିର୍ବାହ କରିବା ପରେ ସନ୍ଧ୍ୟାରୁ ରାତି ପ୍ରାୟ ୧୦ଟା ପର୍ଯ୍ୟନ୍ତ ଗୋପସ୍ଥିତ ଚିଲଡ୍ରେନ ପାର୍କ ଏବଂ ଉଦୟନଗରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ଖୋଲାଛାତ ତଳେ ବର୍ଷା ଓ କାକରରେ ଡୁ୍ୟଟି କରୁଥିବା ଅସ୍ଥାୟୀ ପୌର କର୍ମଚାରୀମାନଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି । ଏହି ଘଟଣା ପ୍ରତି ସେମାନେ ପୌର କର୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।
Related Posts
ମହିଳା ସମାଜସେବୀଙ୍କ ହୃଦଘାତରେ ପରଲୋକ
ବାଲିଗୁଡା, ୨୬/୧୧/୨୦୨୪ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ…
ଯାଜପୁରର ନୂତନ ଜିଲ୍ଲାପାଳ ଭାବେ ଅମ୍ବର କୁମାର କରଙ୍କ ଯୋଗଦାନ।
ଯାଜପୁର,୨୭/୦୭/୨୦୨୫ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ଯାଜପୁରର ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଅମ୍ବର କୁମାର କର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ ଶ୍ରୀ…
ଧର୍ମପ୍ରାଣା ମହିଳାଙ୍କ ପରଲୋକ
କେନ୍ଦ୍ରାପଡ଼ା,୦୩/୦୧/୨୦୨୬(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ପୌରାଂଚଳ ଅନ୍ତର୍ଗତ ୧୭ନମ୍ବର ୱାର୍ଡର ବଡହାଟ ନିବାସୀ ବିଶିଷ୍ଟ ଶିକ୍ଷାବିତ ସ୍ୱର୍ଗତ ହୃଷିକେଶ ସିଂହଙ୍କ ଧର୍ମପତ୍ନୀ ସତ୍ୟଭାମା ସିଂହଙ୍କ ୮୪ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ ରୋଗରେ…
