ଫେବୃଆରୀ ୧୦ ରେ ମୁଖ୍ୟମନ୍ତ୍ରୀଙ୍କ  ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ  

ଭୁବନେଶ୍ୱର,୦୮/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଗାମୀ ଫେବୃଆରୀ ୧୦  ତାରିଖ ( ସୋମବାର ) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା   ଦିଆଯାଇଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।

-0-

ପଠାଣିରାଉତ, ଲୋକ ସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *