ଆସନ୍ତାକାଲି ଦି ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷ

ଭୁବନେଶ୍ୱର,୦୯/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-  ଆସନ୍ତାକାଲି (୧୦/୦୨/୨୦୨୫ ତାରିଖ ଦିନ) ସନ୍ଧ୍ୟାରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷ। ଶ୍ରୀମତୀ ବିଜୟା ରାହତକର ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ଶ୍ରୀମତୀ ରାହତକର ଓଡିଶା ରାଜ୍ୟ ମହିଳା ଆୟୋଗର ପ୍ରତିଷ୍ଠା ଦିବସରେ ଯୋଗ ଦେବେ। ଏହା ସହ  ମାନବ ଚାଲାଣ ନିରାକରଣ, ଯୌନ ଉତ୍ପୀଡ଼ନ ବିରୋଧ ଆଇନ (POSH Act) ଓ ବାଲ୍ୟ ବିବାହ ନିରାକରଣ ରେ ରାଜ୍ୟର ସ୍ଥିତି ବିଷୟରେ ସମୀକ୍ଷା କରିବେ।

Leave a Reply

Your email address will not be published. Required fields are marked *