ଆଜି ଦିଲ୍ଲୀ  ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ଉପ- ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

ଭୁବନେଶ୍ୱର,୨୦/୦୨/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ଦିଲ୍ଲୀର ରାମଲୀଲା ମୈଦାନରେ ଏକ ବିଶେଷ କାର୍ଯ୍ୟକ୍ରମରେ ଶ୍ରୀମତୀ ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବେ ଓ ତାଙ୍କ ନେତୃତ୍ୱରେ  ଦିଲ୍ଲୀ କେନ୍ଦ୍ର ଶାସିତ ଅଞ୍ଚଳର ନୂତନ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବେ।ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ- ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ନୂତନ ସରକାରଙ୍କୁ ଶୁଭେଚ୍ଛା ପ୍ରଦାନ  କରିବା ସହ ଆଗାମୀ ଭବିଷ୍ୟତ ପାଇଁ ସେମାନଙ୍କୁ ଶୁଭାବିଳାଶ ପ୍ରଦାନ କରିବେ।

-0-

ତନୁଜା ମହାନ୍ତି ,ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *