ଜିଲ୍ଲାପାଳ ଙ୍କ ଜନ ଶୁଣାଣି ରେ ୭୫ ଟି  ଅଭିଯୋଗ 

ଭୁବନ ୧୦/୦୩/୨୦୨୫ (ଓଡ଼ିଶା ସମାଚାର)-  ଭୁବନ ପଞ୍ଚାୟତ ସମିତି ସଭାଗୃହରେ ଢେ଼ଙ୍କାନାଳ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣୀ ଶିବିରରେ ସମୁଦାୟ ୭୫ ଟି ଅଭିଯୋଗ ଦାଖଲ ହୋଇଥିଲା ।

ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ,ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକର, ମୁଖ୍ୟ ଉନ୍ନୟନ ଅଧିକାରୀ ଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗର ଶୁଣାଣୀ କରିଥିଲେ   ।

Leave a Reply

Your email address will not be published. Required fields are marked *