ଭୁବନେଶ୍ୱର,୦୯/୦୪/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ଭୁବନେଶ୍ୱର ସ୍ଥିତ ରେଡ୍କ୍ରସ ଭବନଠାରେ ଯୁବ ରେଡ୍କ୍ରସ ରାଜ୍ୟ ଶାଖା ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ଓ ରକ୍ତଦାନ ଶିବିର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ଆଜିର କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ୱତୀ ଏସ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ ଯୁବ ରେଡ୍କ୍ରସ ସ୍ବେଚ୍ଛାସେବୀମାନଙ୍କୁ ଉତ୍ସାହିତ କରିଥିଲେ। ଆଜିର ଏହି ରକ୍ତଦାନ ଶିବିରରେ ୧୦୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।
-0-
ଅମ୍ଳାନ ଦାସ, ଲୋକସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
