ଜୁନାଗଡ଼ରେ ପଞ୍ଚାୟତିରାଜ ଦିବସ ପାଳିତ

ଜୁନାଗଡ଼,୨୫/୦୪/୨୦୨୫ (ଓଡ଼ିଶା ସମାଚାର /ରାକେଶ ବେମାଲ):କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ପଞ୍ଚାୟତ ସମିତି ପକ୍ଷରୁ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଛି।

ସ୍ଥାନୀୟ ସାପ୍ତାହିକ ହାଟ ଆରଏମସି ମାର୍କେଟ ୟାର୍ଡ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ଅତିଥି ଭାବେ ବିଡିଓ ଦେବାଶିଷ କର,ଅତିରିକ୍ତ ତହସିଲଦାର ଅଶୋକ କୁମାର ମିଶ୍ର , ବ୍ଲକ ଉପାଧ୍ୟକ୍ଷ ପ୍ରମୋଦ ବେହେରା, ପୂର୍ବତନ ନଗରପାଳ ମୁକେଶ ଅଗ୍ରୱାଲ, ଜିପିଡ଼ିଓ ଲଷ୍ମୀକାନ୍ତ ପଧାନ,ଡବ୍ଲୁଇଓ ହିମାଂଶୁ ମେହେର, ସାମାଜିକ ସୁରକ୍ଷା ଅଧିକାରୀ ତୁଷାର ରଞ୍ଜନ ସାହୁ,ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ସମେତ ବ୍ଲକର ବିଭିନ୍ନ ଅଞ୍ଚଳରୁ ଶତାଧିକ ଜନସାଧାରଣ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *