ଭୁବନେଶ୍ୱର,୦୪/୦୫/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଆସନ୍ତା ମଇ ୫ ତାରିଖ(ସୋମବାର) ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।
ମଇ ୫ ତାରିଖ(ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।
