କ୍ରୀଡ଼ାବିତ୍‌ ପ୍ରଜ୍ଞାନ ଓଝା କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷତ

ଭୁବନେଶ୍ୱର,୧୧/୦୫/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି କ୍ରୀଡ଼ାବିତ୍‌ ଶ୍ରୀ ପ୍ରଜ୍ଞାନ ଓଝା କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିଥିଲେ।

ଏହି ଅବସରରେ କ୍ରୀଡ଼ାବିତ୍‌ ଶ୍ରୀ ପ୍ରଜ୍ଞାନ କ୍ରୀଡ଼ା ଓ କ୍ରୀଡ଼ାବିତ୍‌ମାନଙ୍କର ସାମଗ୍ରିକ ବିକାଶ ସମ୍ବନ୍ଧରେ ମନ୍ତ୍ରୀ ଶ୍ରୀ ସୂରଜଙ୍କ ସହ ଆଲୋଚନା କରିଥିଲେ। ଏଥିସହ ଆମ ରାଜ୍ୟରେ ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ସହିତ କ୍ରୀଡ଼ା ପ୍ରତିଭାର ବିକାଶ ନିମନ୍ତେ ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ପଦେକ୍ଷପ ସମ୍ବନ୍ଧରେ ମଧ୍ୟ ଆଲୋଚନା କରିଥିଲେ।

Leave a Reply

Your email address will not be published. Required fields are marked *