୦୬.୦୬.୨୦୨୫ରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି

ଭୁବନେଶ୍ୱର,୦୬/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ରାଜ୍ୟ କ୍ୟାବିନେଟର ୨୧ ତମ  ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିଲା  ।  ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା  ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ  ।

          କ୍ୟାବିନେଟ ବୈଠକରେ ମୋଟ ୫ ଟି ପ୍ରସ୍ତାବ ଆଗତ କରାଯାଇଥିଲା  ସେଥିରୁ  ୪ ଟି ବିଭାଗର  ୪ ଟି ପ୍ରସ୍ତାବ ଆଲୋଚନା ପରେ ଅନୁମୋଦନ କରାଯାଇଥିଲ। ।  

-0-

  ପଠାଣି ରାଉତ ,ମୁଖ୍ୟ ଶାସନ ସଚିବଙ୍କ ଲୋକସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *