ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଗୃହରକ୍ଷୀ ମାନଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି

ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁହେବ

ଭୁବନେଶ୍ୱର,୧୩/୦୬/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

Leave a Reply

Your email address will not be published. Required fields are marked *