ଭୁବନେଶ୍ୱର,୦୨/୦୭/୨୦୨୫ (ଓଡ଼ିଶା ସମାଚାର)- କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧି ଆସନ୍ତା ୧୧ ଜୁଲାଇରେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତାଙ୍କ ସହ କଂଗ୍ରେସର ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ଓଡ଼ିଶା ଆସିବେ । ଏହି ସୂଚନା ଦେଇଛନ୍ତି ରାଜ୍ୟ କଂଗ୍ରେସର ବରିଷ୍ଠ ନେତା ଜୟଦେବ ଜେନା । ଉଭୟ ନେତା ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ଏକ ବିଶାଳ ସମାବେଶରେ ଯୋଗଦେବେ ।
୧୧ରେ ଆସିବେ ରାହୁଲ,ଖଡ଼ଗେ
