ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଙ୍କ ଶୋକ

ଭୁବନେଶ୍ୱର,୧୫/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଶୋକ ପ୍ରକାଶ କରିଛନ୍ତି । ସେ ସାମାଜିକ୍ ଗଣମାଧ୍ୟମ ଏକ୍ସ ରେ ଲେଖିଛନ୍ତି :

ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁଙ୍କ ନିକଟରେ ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।

https://x.com/rabinaikbjp/status/1944958331287953474?s=46

 

 

Leave a Reply

Your email address will not be published. Required fields are marked *