ଭୁବନେଶ୍ୱର,୨୦/୦୭/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଆସନ୍ତା କାଲି ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ଶୁଣାଣୀ ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣୀ ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ମାଧ୍ୟମରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ପ୍ରଦାନ କରିଛନ୍ତି ।
ଆସନ୍ତା କାଲି ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ଶୁଣାଣୀ ବନ୍ଦ ରହିବ
