କ୍ୟାବିନେଟ୍ ବୈଠକ ଆଜି

ଭୁବନେଶ୍ୱର,୦୧/୦୮/୨୦୨୫ (ଓଡ଼ିଶା ସମାଚାର)- ଆଜି ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି (ଶୁକ୍ରବାର) ଅପରାହ୍ନ ୫ଟାରେ ଲୋକସେବା ଭବନର ତୃତୀୟ ମହଲାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗି ପାରେ ।

Leave a Reply

Your email address will not be published. Required fields are marked *