ବିଦ୍ୟୁତ ଆଘାତରେ ନାବାଳକ ର ଅକାଳ ବିୟୋଗ, ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ

ଭୁବନେଶ୍ୱର, ୧୦/୦୮/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-କେନ୍ଦୁଝର ଜିଲ୍ଲା ଯୋଡ଼ାଠାରେ ବିଦ୍ୟୁତ ଆଘାତରେ ନାବାଳକ ଅରୁଣ ବୋବୋଙ୍ଗା (ପିତା-ଗୋବିନ୍ଦ ବୋବୋଙ୍ଗା) ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

 

https://x.com/CMO_Odisha/status/1954424496779296924

Leave a Reply

Your email address will not be published. Required fields are marked *