ଭୁବନେଶ୍ୱର, ୧୨/୦୮/୨୦୨୫ (ଓଡ଼ିଶା ସମାଚାର)- ଶୁକ୍ରବାର ସ୍ୱାଧୀନତା ଦିବସ । ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ । କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ସମ୍ବଲପୁର ସୁରେଶ ପୂଜାରୀ, ବଲାଙ୍ଗୀର ରବି ନାଏକ, କଳାହାଣ୍ଡି ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ କୃଷ୍ଣଚନ୍ଦ୍ର ପାତ୍ର, ପୁରୀରେ ପୃଥ୍ୱୀରାଜ ହରିଚନ୍ଦନ, ସୁନ୍ଦରଗଡରେ ମୁକେଶ ମହାଲିଙ୍ଗ, ଗଜପତି ବିଭୂତି ଭୂଷଣ ଜେନା, ଭଦ୍ରକ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁର ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁର ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳ ପ୍ରଦୀପ ବଳସାମନ୍ତ, ରାୟଗଡା ଗୋକୁଳାନନ୍ଦ ମଲ୍ଲିକ, ମୟୁରଭଞ୍ଜରେ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତାକା ଉତ୍ତୋଳନ କରିବେ ।
