ଶିବାନନ୍ଦ ବିଦ୍ୟାମନ୍ଦିରରେ ସ୍ୱାଧୀନତା ଦିବସ

କେନ୍ଦ୍ରାପଡ଼ା,୧୬/୦୮/୨୦୨୫ (ଓଡ଼ିଶା ସମାଚାର)-ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଥିବା ଶିବାନନ୍ଦ ବିଦ୍ୟାମନ୍ଦିରରେ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।

ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଜାତୀୟ ପତାକା ଉତୋଳନ କରିଥିଲେ । ଏଥିରେ ବିଦ୍ୟାମନ୍ଦିରର ଅଧ୍ୟକ୍ଷ ଡ. ସୁରେନ୍ଦ୍ର ନାଥ ଆଚାର୍ଯ୍ୟ, ବ୍ରହ୍ମଚାରୀ ନୃସିଂହ ନାଥ, ଅଭିମନୁ୍ୟ ଗୋଛାୟତଙ୍କ ସମେତ ବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *