୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୧୬/୦୮/୨୦୨୫ (ଓଡ଼ିଶା ସମାଚାର)-  ରାଜ୍ୟରେ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ( NAC )ପାଇଁ ଶନିବାର ଡ୍ରାଫ୍ଟ ବିଜ୍ଞପ୍ତି ପ୍ରକାଶ ପାଇଛି। ୭ ଜିଲାରେ ୧୨ ଏନ୍‌ଏସି ଗଠନ ହେବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ଅନୁଗୋଳର ପାଲଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ବାଲେଶ୍ୱରର ସିମୁଳିଆ ଏବଂ ବସ୍ତା, ମୟୂରଭଞ୍ଜର ବାଙ୍ଗିରିପୋଷି ଏବଂ ଚିତ୍ରଡ଼ା, ରାୟଗଡ଼ାର ବିଷମକଟକ, ସମ୍ବଲପୁରର ବାମରା ଏବଂ ରେଙ୍ଗାଲି, ଭଦ୍ରକ ଜିଲାର ତିହିଡ଼ି ଏବଂ ଧୂଷୁରୀକୁ ଏନ୍ଏସି କରିବା ଦର୍ଶାଯାଇଛି।

Leave a Reply

Your email address will not be published. Required fields are marked *