ଛତ୍ରପୁରଠାରେ ଦୁର୍ଘଟଣାରେ ମୃତ ଏସ. ସୃଷ୍ଟି ରେଡ୍ଡୀ ଙ୍କ ପରିବାରର ପ୍ରତି ସମବେଦନା ଜଣାଇ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୦୮/୨୦୨୫(ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)-ଗଞ୍ଜାମ ଜିଲ୍ଲା ଛତ୍ରପୁରଠାରେ ଏକ ଦୁଃଖଦ ଦୁର୍ଘଟଣାରେ ଏସ. ସୃଷ୍ଟି ରେଡ୍ଡୀ (ପିତା -ଦେବରାଜ ରେଡ୍ଡୀ) ଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକ ଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *