ନବୀନ ନିବାସରେ ରାଜ୍ୟପାଳ , ନବୀନ ଙ୍କ ସ୍ୱାସ୍ଥ୍ୟାବସ୍ଥା  ବିଷୟରେ ପଚାରି ବୁଝିଲେ

ଭୁବନେଶ୍ୱର,୨୫/୦୮/୨୦୨୫(ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- ଆଜି ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତି ନବୀନ ନିବାସରେ ପହଞ୍ଚି ବିରୋଧୀଦଳ ନେତା , ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା  ବିଷୟରେ ଆଲୋଚନା କରିଛନ୍ତି ।

ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ ଶନିବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ। ଆଜି ଭେଟିଛନ୍ତି ରାଜ୍ୟପାଳ।

Leave a Reply

Your email address will not be published. Required fields are marked *