ସୁରପ୍ରତାପପୁର ଫାଣ୍ଡିରେ ନୂତନ ଫାଣ୍ଡି ଅଧିକାରୀଙ୍କ ଯୋଗଦାନ

ଭୁବନ,୨୭/୦୮/୨୦୨୫ (ଓଡ଼ିଶା ସମାଚାର)-ଭୁବନ ଥାନା ଅନ୍ତର୍ଗତ ସୁରପ୍ରତାପପୁର ଫାଣ୍ଡିରେ ଏସ ଆଇ ସୁବ୍ରତ କୁମାର ସାହୁ ନୂତନ ଫାଣ୍ଡି ଅଧିକାରୀ ଭାବେ ଯୋଗଦେଇଛନ୍ତି। ପୂର୍ବତନ ଫାଣ୍ଡି ଅଧିକାରୀ ସୌଭାଗ୍ୟ ପାଣିଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ।

ଶ୍ରୀଯୁକ୍ତ ସୁବ୍ରତ କୁମାର ସାହୁ ପୂର୍ବରୁ କାମାକ୍ଷାନଗର ଥାନାରେ କାର୍ଯ୍ୟରତ ଥିଲେ। ଜନସାଧାରଣଙ୍କୁ ଉଚିତ ଓ ସମାନ ନ୍ୟାୟ ପ୍ରଦାନ କରାଯିବା ନେଇ ନିଜ ପ୍ରତିକ୍ରିୟାରେ କହିଥିଲେ ।

Leave a Reply

Your email address will not be published. Required fields are marked *